Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:6 - ଓଡିଆ ବାଇବେଲ

6 କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କ'ଣ ଜଣେ ଗାଲିଲୀୟ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କଅଣ ଜଣେ ଗାଲିଲୀୟ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ପିଲାତ ଏ କଥା ଶୁଣି ପଚାରିଲେ, “ଏ କ’ଣ ଜଣେ ଗାଲିଲୀୟ ଲୋକ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କଅଣ ଜଣେ ଗାଲିଲୀୟ?

Gade chapit la Kopi

ପବିତ୍ର ବାଇବଲ

6 ପୀଲାତ ଏହା ଶୁଣି ପଗ୍ଭରିଲେ, ଏହି ଲୋକ କ’ଣ ଗାଲିଲୀର?

Gade chapit la Kopi




ଲୂକ ଲିଖିତ ସୁସମାଚାର 23:6
5 Referans Kwoze  

ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପାଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ ।


୧. ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ ।


ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ ।


କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ସମଗ୍ର ଯିହୂଦା ଦେଶରେ ଶିକ୍ଷା ଦେଇ ଗାଲିଲୀଠାରୁ ଆରମ୍ଭ କରି ଏ ସ୍ଥାନ ପର୍ଯ୍ୟନ୍ତ ସୁଦ୍ଧା ଲୋକସାଧାରଣଙ୍କୁ ମତାଉଅଛି ।


ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧିନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ ।


Swiv nou:

Piblisite


Piblisite