Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:9 - ଓଡିଆ ବାଇବେଲ

9 ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାଙ୍କୁ କୌଣସି ଉତ୍ତର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ତେଣୁ ହେରୋଦ ଯୀଶୁଙ୍କୁ ଅନେକ ପ୍ରଶ୍ନ ପଚାରିଲେ, କିନ୍ତୁ ଯୀଶୁ କୌଣସି ଉତ୍ତର ଦେଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ହେରୋଦ ଯୀଶୁଙ୍କୁ ଅନେକ ପ୍ରଶ୍ନ ପଗ୍ଭରିଲେ। କିନ୍ତୁ ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:9
13 Referans Kwoze  

ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ ।


ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;


ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ ।


ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି ।


ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହି ସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି ।


ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।


ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।


ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ ।


କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ ।


ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ରଭାବରେ ଅଭିଯୋଗ କରୁଥିଲେ ।


ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ ? କିନ୍ତୁ ଯୀଶୁ ତାଙ୍କୁ ଉତ୍ତର ଦେଲେ ନାହିଁ ।


Swiv nou:

Piblisite


Piblisite