Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:15 - ଓଡିଆ ବାଇବେଲ

15 ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେମାନେ କଥାବାର୍ତ୍ତା ଓ ଆଲୋଚନା କରୁଥିବା ସମୟରେ ଯୀଶୁ ନିଜେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସହିତ ଚାଲିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;

Gade chapit la Kopi

ପବିତ୍ର ବାଇବଲ

15 ସେ ସବୁ ବିଷୟ ସେମାନେ ଆଲୋଚନା କଲାବେଳେ ନିଜେ ଯୀଶୁ ତାହାଙ୍କ ପାଖକୁ ଆସିଲେ ଓ ତାହାଙ୍କ ସହିତ ଗ୍ଭଲିବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:15
6 Referans Kwoze  

କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି ।


କିନ୍ତୁ ସେମାନେ ଏହି ସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ ।


ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି ।


ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ ।


କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ ।


Swiv nou:

Piblisite


Piblisite