Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:2 - ଓଡିଆ ବାଇବେଲ

2 ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେମାନେ ସମାଧି ମୁହଁରେ ଥିବା ପଥରଟି ଗଡ଼ି ଯାଇଥିବାର ଦେଖିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,

Gade chapit la Kopi

ପବିତ୍ର ବାଇବଲ

2 ସମାଧି ବନ୍ଦ କରିବା ପାଇଁ ତା'ର ପ୍ରବେଶ ଦ୍ୱାରରେ ଗୋଟିଏ ବଡ଼ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡ଼ି ଯାଇଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:2
9 Referans Kwoze  

ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ ।


ଆଉ ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ ।


କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ ।


ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତା' ମୁହଁରେ ଗୋଟାଏ ପଥର ଥିଲା ।


ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ।


Swiv nou:

Piblisite


Piblisite