Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:21 - ଓଡିଆ ବାଇବେଲ

21 କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହାଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଆମେ ଆଶା କରୁଥିଲୁ ଯେ କେବଳ ସେ ହିଁ ଇଶ୍ରାୟେଲକୁ ମୁକ୍ତ କରିବେ! ତା’ଛଡ଼ା ଏହା ଘଟିବାର ଆଜି ତୃତୀୟ ଦିବସ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।

Gade chapit la Kopi

ପବିତ୍ର ବାଇବଲ

21 ସେ ହିଁ ଯିଏ ଇସ୍ରାଏଲକୁ ମୁକ୍ତ କରିବେ ବୋଲି ଆମ୍ଭେମାନେ ଆଶା ରଖିଥିଲୁ। କିନ୍ତୁ ସେତିକିବେଳେ ଏସବୁ ଘଟଣା ଘଟିଗଲା। “ଏସବୁ ଛଡ଼ା ବର୍ତ୍ତମାନ ଯୀଶୁଙ୍କୁ ହତ୍ୟା କରା ଯିବାର ତିନି ଦିନି ବିତି ଗଲାଣି।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:21
8 Referans Kwoze  

ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ୱର, କାରଣ ସେ କୃପାଦୃଷ୍ଟି କରି ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;


ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ ।


ପୁଣି, ସଦାପ୍ରଭୁ କହନ୍ତି, “ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ।”


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; "ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି ?"


ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।


କାଲି ଯେପରି ସେହି ମିସରୀୟକୁ ବଧ କରିଥିଲ, ସେପରି କି ମୋତେ ବଧ କରିବାକୁ ଇଚ୍ଛା କରୁଅଛ ?


Swiv nou:

Piblisite


Piblisite