Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:43 - ଓଡିଆ ବାଇବେଲ

43 ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତାରେ ଭୋଜନ କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତରେ ଭୋଜନ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ସେ ତା’ ନେଇ ସେମାନଙ୍କ ଉପସ୍ଥିତିରେ ଖାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତରେ ଭୋଜନ କଲେ।

Gade chapit la Kopi

ପବିତ୍ର ବାଇବଲ

43 ଶିଷ୍ୟମାନେ ଦେଖୁଥିବା ବେଳେ ଯୀଶୁ ମାଛ ନେଇ ଖାଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:43
2 Referans Kwoze  

ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ୱରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ । ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,


ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ ।


Swiv nou:

Piblisite


Piblisite