ଲୂକ ଲିଖିତ ସୁସମାଚାର 24:6 - ଓଡିଆ ବାଇବେଲ6 ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ, Gade chapit laପବିତ୍ର ବାଇବଲ (Re-edited) - (BSI)6 ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ, Gade chapit laପବିତ୍ର ବାଇବଲ (CL) NT (BSI)6 ସେ ଏଠାରେ ନାହାନ୍ତି; ସେ ପୁନରୁତ୍ôଥତ। ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ ଯାହା କହିଥିଲେ, ସ୍ମରଣ କର: Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,” Gade chapit laପବିତ୍ର ବାଇବଲ6 ଯୀଶୁ ଏଠାରେ ନାହାନ୍ତି, ସେ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଗାଲିଲୀରେ ଥିଲା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ’ଣ କହିଥିଲେ, ତାହା ତୁମ୍ଭମାନଙ୍କର ମନେ ପଡ଼ୁଛି କି? Gade chapit la |