Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:7 - ଓଡିଆ ବାଇବେଲ

7 ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ‘ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେବେ। ତାଙ୍କୁ କ୍ରୁଶବିଦ୍ଧ କରାଯିବ, କିନ୍ତୁ ତୃତୀୟ ଦିବସରେ ସେ ପୁନରୁତ୍ôଥତ ହେବେ’।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ

7 ଯୀଶୁ କହିଥିଲେ ଯେ, ମନୁଷ୍ୟୁପୁତ୍ରଙ୍କୁ ଦୁଷ୍ଟ ଲୋକଙ୍କ ହାତରେ କ୍ରୁଶରେ ମାରି ଦିଆଯିବା ପାଇଁ ଅବଶ୍ୟ ଦେଇ ଦିଆଯିବ। କିନ୍ତୁ ସେ ପୁଣି ମୃତ୍ୟୁରୁ ତୃତୀୟ ଦିନ ଜୀବିତ ହୋଇ ଉଠିବେ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 24:7
4 Referans Kwoze  

ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ ।


ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?


ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,


ଆମ୍ଭେମାନେ ଜନ୍ମରେ ଯିହୂଦୀ, ଅଣଯିହୂଦୀ ପାପୀ ନୋହୁଁ,


Swiv nou:

Piblisite


Piblisite