ଲୂକ ଲିଖିତ ସୁସମାଚାର 3:16 - ଓଡିଆ ବାଇବେଲ16 ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ । Gade chapit laପବିତ୍ର ବାଇବଲ (Re-edited) - (BSI)16 ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ। Gade chapit laପବିତ୍ର ବାଇବଲ (CL) NT (BSI)16 କିନ୍ତୁ ଯୋହନ କହିଲେ, “ମୁଁ ତୁମ୍ଭମାନଙ୍କୁ ଜଳରେ ଦୀକ୍ଷା ଦେଉଛି, କିନ୍ତୁ ଜଣେ ଆସୁଛନ୍ତି ଯେ ମୋ’ଠାରୁ ଆହୁରି ମହାନ୍। ଏପରି କି ତାଙ୍କ ପାଦୁକାର ବନ୍ଧନ ଫିଟାଇବା ପାଇଁ ମଧ୍ୟ ମୁଁ ଯୋଗ୍ୟ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ଦୀକ୍ଷିତ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ। Gade chapit laପବିତ୍ର ବାଇବଲ16 ସେତେବେଳେ ଯୋହନ ସେମାନଙ୍କୁ କହିଲେ, “ମୁଁ ତ ତୁମ୍ଭମାନଙ୍କୁ ଜଳରେ ବାପ୍ତିଜିତ କରୁଛି, କିନ୍ତୁ ମୋ'ଠାରୁ ଅଧିକ ଶକ୍ତିଶାଳୀ ଜଣେ ଆସୁଛନ୍ତି। ତାହାଙ୍କର ଜୋତାର ଫିତା ଫିଟାଇବାକୁ ମଧ୍ୟ ମୁଁ ଯୋଗ୍ୟ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ରଆତ୍ମା ଓ ଅଗ୍ନି ଦ୍ୱାରା ବାପ୍ତିଜିତ କରିବେ। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”