Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:30 - ଓଡିଆ ବାଇବେଲ

30 ଲେବୀ ଶିମିୟୋନଙ୍କ ପୁତ୍ର, ଶିମିୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲିୟାକୀମଙ୍କ ପୁତ୍ର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଲେବୀ ଶିମୀୟୋନଙ୍କ ପୁତ୍ର, ଶିମୀୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲୀୟାକୀମଙ୍କ ପୁତ୍ର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ସିମିୟୋନ୍ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋସେଫଙ୍କ ପୁତ୍ର, ଯୋସେଫ ଯୋନାମ୍‌ଙ୍କ ପୁତ୍ର, ଯୋନାମ୍ ଏଲିୟାକିମ୍‌ଙ୍କ ପୁତ୍ର,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଲେବୀ ଶିମିୟୋନଙ୍କ ପୁତ୍ର, ଶିମିୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲୀୟାକୀମଙ୍କ ପୁତ୍ର,

Gade chapit la Kopi

ପବିତ୍ର ବାଇବଲ

30 ଲେବୀ ଶିମିୟୋନଙ୍କ ପୁତ୍ର। ଶିମିୟୋନ ଯିହୂଦାଙ୍କ ପୁତ୍ର। ଯିହୂଦା ଯୋଷେଫଙ୍କ ପୁତ୍ର। ଯୋଷେଫ ଯୋନାମଙ୍କ ପୁତ୍ର। ଯୋନାମ ଏଲିୟାକୀମଙ୍କ ପୁତ୍ର।

Gade chapit la Kopi




ଲୂକ ଲିଖିତ ସୁସମାଚାର 3:30
4 Referans Kwoze  

ଅବ୍ରାହାମ ଇସ୍‌ହାକଙ୍କୁ ଜନ୍ମ ଦେଲେ, ଇସ୍‌ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,


ଆଉ ଦେଖ, ଯିରୂଶାଲମରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ ।


ଏର ଯିହୋଶୂୟଙ୍କ ପୁତ୍ର, ଯିହୋଶୂୟ ଏଲୀୟେଜରଙ୍କ ପୁତ୍ର, ଏଲୀୟେଜର ଯୋରୀମଙ୍କ ପୁତ୍ର, ଯୋରୀମ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର,


ଏଲିୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର,


Swiv nou:

Piblisite


Piblisite