Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:14 - ଓଡିଆ ବାଇବେଲ

14 ଏହାପରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଥିଉତ୍ତାରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକି ବାହୁଡ଼ିଗଲେ, ଆଉ ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳରେ ତାହାଙ୍କର ଖ୍ୟାତି ବ୍ୟାପିଗଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତା’ପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ପୂର୍ଣ୍ଣହୋଇ ଗାଲିଲୀକୁ ଫେରିଗଲେ। ସେ ସମସ୍ତ ଅଞ୍ଚଳରେ ତାଙ୍କ ବିଷୟରେ ସମ୍ବାଦ ବ୍ୟାପିଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା।

Gade chapit la Kopi

ପବିତ୍ର ବାଇବଲ

14 ପବିତ୍ରଆତ୍ମାଙ୍କ ଦ୍ୱାରା ଶକ୍ତି ପାଇ ଯୀଶୁ ଗାଲିଲୀକୁ ଫେରିଗଲେ। ଗାଲିଲୀର ଗ୍ଭରିଆଡ଼େ ଯୀଶୁଙ୍କ ବିଷୟରେ ଖବର ବ୍ୟାପିଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:14
10 Referans Kwoze  

ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ସମୟରୁ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦା ରେ ପ୍ରଚାରିତ ହୋଇଅଛି,


ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;


ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ ।


ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା ।


ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା ।


ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ୱରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,


ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା ।


ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ ।


ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା ।


Swiv nou:

Piblisite


Piblisite