Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:24 - ଓଡିଆ ବାଇବେଲ

24 ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପୈତୃକ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଯୀଶୁ ପୁନର୍ବାର କହିଲେ, “ମୁଁ କହୁଛି, ଭାବବାଦୀ ନିଜ ବାସସ୍ଥାନରେ ଆଦୃତ ହୁଏ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

24 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, କୌଣସି ଭବିଷ୍ୟ‌ଦ୍‌ବକ୍ତାକୁ ନିଜ ନଗରରେ ଗ୍ରହଣ କରାଯାଏ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:24
6 Referans Kwoze  

ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।


କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ ।


ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‍ଯୋଗୀ ଅଟନ୍ତି, ଈଶ୍ୱରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;


ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ;


Swiv nou:

Piblisite


Piblisite