Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:4 - ଓଡିଆ ବାଇବେଲ

4 ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୋଟୀରେ ବଞ୍ଚିପାରିବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ

4 ଏହା ଶୁଣି ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଲେଖାଅଛି: ‘ମଣିଷ କେବଳ ରୋଟୀରେ ବଞ୍ଚେ ନାହିଁ।’”

Gade chapit la Kopi




ଲୂକ ଲିଖିତ ସୁସମାଚାର 4:4
13 Referans Kwoze  

ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର, କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।


କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'"


ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାବ କର ଓ ଆତ୍ମାଙ୍କ ଖ‌ଡ୍ଗ , ଅର୍ଥାତ୍ ଈଶ୍ୱରଙ୍କ ବାକ୍ୟ ଧାରଣ କର;


ଏଣୁ କ'ଣ ଖାଇବା ? ଅବା କ'ଣ ପିଇବା ? କିଅବା କ'ଣ ପିନ୍ଧିବା ? ଏହା କହି ଚିନ୍ତିତ ହୁଅ ନାହିଁ ।


ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।


କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;


ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣ ଈଶ୍ୱରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ ।


ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଟଙ୍କା ରଖିବା ମୁଣା, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା ? ସେମାନେ କହିଲେ, କିଛି ନାହିଁ ।


ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।”


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।


Swiv nou:

Piblisite


Piblisite