Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:44 - ଓଡିଆ ବାଇବେଲ

44 ପୁଣି, ସେ ଯିହୂଦା ଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ପୁଣି, ସେ ଯିହୁଦା ଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ତେଣୁ ସେ ଦେଶର ବିଭିନ୍ନ ଉପାସନା ଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପୁଣି, ସେ ଯିହୂଦିୟା ପ୍ରଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

44 ଏହିଭଳି ଭାବରେ ଯୀଶୁ ଯିହୂଦାରେ ବିଭିନ୍ନ ସମାଜଗୃହମାନଙ୍କରେ ଉପଦେଶ ପ୍ରଗ୍ଭର କରିବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:44
4 Referans Kwoze  

ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,


ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।


ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ ।


ଦିନେ ଯେତେବେଳେ ଲୋକସମୂହ ତାହାଙ୍କ (ଯୀଶୁଙ୍କ) ଉପରେ ମାଡ଼ିପଡ଼ି ଈଶ୍ୱରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;


Swiv nou:

Piblisite


Piblisite