Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:11 - ଓଡିଆ ବାଇବେଲ

11 ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସମସ୍ତ ପରିତ୍ୟାଗ କରି ତାହାଙ୍କର ଅନୁଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେମାନେ ନୌକାଗୁଡ଼ିକ ଟାଣି କୂଳରେ ଲଗାଇଲେ ଓ ସବୁ ପରିତ୍ୟାଗ କରି ଯୀଶୁଙ୍କ ଅନୁଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ସେମାନେ ସେମାନଙ୍କର ଡଙ୍ଗାଗୁଡ଼ିକୁ କୂଳକୁ ଆଣିଲେ। ସେମାନେ ସବୁକିଛି ତ୍ୟାଗ କରିଦେଇ ଯୀଶୁଙ୍କ ଅନୁଗମନ କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 5:11
11 Referans Kwoze  

ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ ।


ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ ।


ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କ'ଣ ପାଇବା ?


ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।


ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ ।


ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ ।


ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ ।


Swiv nou:

Piblisite


Piblisite