ଲୂକ ଲିଖିତ ସୁସମାଚାର 5:22 - ଓଡିଆ ବାଇବେଲ22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ ? Gade chapit laପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ଯୀଶୁ ସେମାନଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ? Gade chapit laପବିତ୍ର ବାଇବଲ (CL) NT (BSI)22 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣିପାରି ସେମାନଙ୍କୁ କହିଲେ, “ତୁମେ କାହିଁକି ଏପରି କଥା ସବୁ ଭାବୁଛ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ? Gade chapit laପବିତ୍ର ବାଇବଲ22 କିନ୍ତୁ ଯୀଶୁ ଜାଣପାରିଲେ ଯେ ସେମାନେ କ’ଣ ଭାବୁଛନ୍ତି। ସେ କହିଲେ, “ତୁମ୍ଭେମାନେ ମନ ଭିତରେ ଏଭଳି ବିଗ୍ଭର କାହିଁକି ଆଣୁଛ? Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।