Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:4 - ଓଡିଆ ବାଇବେଲ

4 ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଶିକ୍ଷା ଶେଷ କରିବା ପରେ ସେ ଶିମୋନଙ୍କୁ କହିଲେ, “ନୌକାଟିକୁ ଆହୁରି ଗଭୀର ଜଳକୁ ଠେଲି ନିଅ ଏବଂ ତୁମେ ଓ ତୁମର ବନ୍ଧୁମାନେ ମାଛ ଧରିବା ପାଇଁ ଜାଲ ପକାଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ କଥା ଶେଷ କରି ଶିମୋନଙ୍କୁ କହିଲେ, “ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ।”

Gade chapit la Kopi

ପବିତ୍ର ବାଇବଲ

4 ଉପଦେଶ ଦେଇ ସାରିବା ପରେ ଯୀଶୁ ଶିମୋନଙ୍କୁ କହିଲେ, “ଡଙ୍ଗାକୁ ଗଭୀର ଜଳକୁ ନେଇ ଗ୍ଭଲ। ପାଣିରେ ତୁମ୍ଭେ ସମସ୍ତେ ଯଦି ତୁମ୍ଭମାନଙ୍କର ଜାଲ ପକେଇବ, ତେବେ କିଛି ମାଛ ଧରିବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 5:4
3 Referans Kwoze  

ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ । ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ ।


କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନ୍‍ଶୀ କଣ୍ଟା ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ ।


ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି ।


Swiv nou:

Piblisite


Piblisite