Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:5 - ଓଡିଆ ବାଇବେଲ

5 ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଶିମୋନ ଉତ୍ତର ଦେଲେ, “ଗୁରୁ, ଗତ ରାତିରେ ଆମେ ବହୁ ପରିଶ୍ରମ କଲୁ, କିନ୍ତୁ କିଛି ପାଇଲୁ ନାହିଁ। ତଥାପି ଆପଣ ଯଦି କହୁଛନ୍ତି, ତେବେ ମୁଁ ଜାଲ ପକାଇବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି।

Gade chapit la Kopi

ପବିତ୍ର ବାଇବଲ

5 ଶିମୋନ କହିଲେ, “ପ୍ରଭୁ, ମାଛ ଧରିବା ପାଇଁ ଆମ୍ଭେମାନେ ରାତିସାରା କଠିନ ପରିଶ୍ରମ କଲୁ, ମାତ୍ର କିଛି ହେଲେ ପାଇଲୁ ନାହିଁ। ଏବେ ତୁମ୍ଭେ ଜାଲ ପକାଇବାକୁ କହୁଛ। ତେଣୁ ମୁଁ ଜାଲ ପକାଇବି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 5:5
14 Referans Kwoze  

ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ ।


ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି । ସେମାନେ ତାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ । ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ ।


ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ । ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହି ସବୁ ବନ୍ଦ ହୋଇ ସୁସ୍ଥିର ହେଲା ।


ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ ।


ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ । କିନ୍ତୁ ସେ କ'ଣ କହୁଅଛନ୍ତି, ତାହା ଜାଣିଲେ ନାହିଁ ।


ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ ।


ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।


ସେଥିରେ ଯୀଶୁ କହିଲେ, କିଏ ମୋତେ ଛୁଇଁଲା ? ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି ।


Swiv nou:

Piblisite


Piblisite