ଲୂକ ଲିଖିତ ସୁସମାଚାର 6:1 - ଓଡିଆ ବାଇବେଲ1 ଥରେ ବିଶ୍ରାମବାରରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ । Gade chapit laପବିତ୍ର ବାଇବଲ (Re-edited) - (BSI)1 ଥରେ ବିଶ୍ରାମବାରରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶିଁଷା ଛିଣ୍ତାଇ ଛିଣ୍ତାଇ ହାତରେ ମଳି ଖାଉଥିଲେ। Gade chapit laପବିତ୍ର ବାଇବଲ (CL) NT (BSI)1 ବିଶ୍ରାମବାର ଦିନ ଯୀଶୁ ଗୋଟିଏ ଶସ୍ୟ କ୍ଷେତ୍ର ଦେଇ ଯାଉଥିଲେ। ତାଙ୍କର ଶିଷ୍ୟମାନେ ଶସ୍ୟ କେଣ୍ଡାରୁ ଶିଷା ଛିଣ୍ଡାଇ, ସେଗୁଡ଼ିକ ହାତରେ ମଳି ଖାଇବାକୁ ଲାଗିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଥରେ ବିଶ୍ରାମବାର ଦିନରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶସ୍ୟର ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ। Gade chapit laପବିତ୍ର ବାଇବଲ1 ଥରେ ବିଶ୍ରାମବାରରେ ଯୀଶୁ ଶସ୍ୟ କ୍ଷେତ୍ର ଦେଇ ଯାଉଥିଲେ। ତାହାଙ୍କର ଶିଷ୍ୟମାନେ କେତେକ ଶସ୍ୟ ଛିଣ୍ତେଇଲେ ଓ ତାହାକୁ ଦୁଇ ହାତରେ ଦଳିଲେ ଏବଂ ଖାଇଲେ। Gade chapit la |