Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:5 - ଓଡିଆ ବାଇବେଲ

5 ଆଉ, ସେ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ସେ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯୀଶୁ ପୁଣି କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ମାଲିକ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 6:5
6 Referans Kwoze  

ଆଉ ସେ ସେମାନଙ୍କୁ କହିଲେ, ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ ।


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାଙ୍କ ଦ୍ୱାରା ସମ୍ପୂର୍ଣ୍ଣ ଭାବରେ ଚାଳିତ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର ।


ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଖାଇବା ନିୟମ ନାହିଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ ।


ସେ ଆଉ ଗୋଟିଏ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା ।


Swiv nou:

Piblisite


Piblisite