Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:10 - ଓଡିଆ ବାଇବେଲ

10 ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ପଠାଯାଇଥିବା ଲୋକମାନେ ଘରକୁ ବାହୁଡ଼ିଆସି ଦାସକୁ ସୁସ୍ଥ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଖବର ଆଣିଥିବା ଲୋକମାନେ ସେନାଧ୍ୟକ୍ଷଙ୍କ ଘରକୁ ଯାଇ ଦେଖିଲେ ଯେ ତାଙ୍କ ଦାସଟି ସୁସ୍ଥ ହୋଇ ଯାଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ

10 ଯୀଶୁଙ୍କ ପାଖକୁ ଯେଉଁ ଲୋକମାନଙ୍କୁ ପଠାଯାଇଥିଲା, ସେମାନେ ଘରକୁ ଫେରିଯିବା ପରେ ଦେଖିଲେ ଯେ ଗ୍ଭକରଟି ସୁସ୍ଥ ହୋଇ ଯାଇଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:10
6 Referans Kwoze  

ଆଉ ଯୀଶୁ ଶତସେନାପତିଙ୍କୁ କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ । ସେହିକ୍ଷଣି ଦାସଟି ସୁସ୍ଥ ହେଲା ।


ସେଥିରେ ଯୀଶୁ ତାହାକୁ କହିଲେ, କ'ଣ କହିଲ ? ଯଦି କରି ପାରନ୍ତି ! ଯିଏ ବିଶ୍ୱାସ କରେ, ତା' ପକ୍ଷରେ ସମସ୍ତ ସମ୍ଭବ ।


ସେଥିରେ ଯୀଶୁ ଉତ୍ତର ଦେଲେ, ଗୋ ନାରୀ, ତୁମ୍ଭର ବଡ଼ ବିଶ୍ୱାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ। ସେହି ମୁହୂର୍ତ୍ତରୁ ତାହାର କନ୍ୟା ସୁସ୍ଥ ହେଲା ।


ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ ।


ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ ।


Swiv nou:

Piblisite


Piblisite