Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:3 - ଓଡିଆ ବାଇବେଲ

3 ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥି ନିମନ୍ତେ ତାହାଙ୍କ ପାଖକୁ ଯିହୂଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ ଯୀଶୁଙ୍କ ସମ୍ଵନ୍ଧରେ ସମ୍ଵାଦ ପାଇ, ସେ ଯେପରି ଆସି ତାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ନିକଟକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସେ ଯୀଶୁଙ୍କ ବିଷୟରେ ଶୁଣି, ତାଙ୍କର ଦାସକୁ ସୁସ୍ଥ କରିବା ନିମନ୍ତେ ତାଙ୍କୁ ଗୃହକୁ ଡ଼ାକି ଆଣିବା ପାଇଁ କେତେକ ଇହୁଦୀ ନେତାଙ୍କୁ ପଠାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାହାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ପାଖକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ।

Gade chapit la Kopi

ପବିତ୍ର ବାଇବଲ

3 ଶତସେନାପତି ଜଣକ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କ ପାଖକୁ କେତେକ ପ୍ରାଚୀନ ଯିହୂଦୀନେତାଙ୍କୁ ପଠାଇଲେ। ସେ ଗ୍ଭହୁଁଥିଲେ ଯେ ଲୋକେ ଯାଇ ଯୀଶୁଙ୍କୁ ଆସିବାକୁ ଅନୁରୋଧ କରନ୍ତୁ ଓ ଯୀଶୁ ଆସି ଗ୍ଭକରଟିର ଜୀବନ ରକ୍ଷା କରିଦିଅନ୍ତୁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:3
7 Referans Kwoze  

ଯୀଶୁ କଫର୍ନାହୂମରେ ପ୍ରବେଶ କରନ୍ତେ ଜଣେ ଶତସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ,


ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:


ଯୀଶୁ ଯିହୂଦା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍‍ ହୋଇଥିଲା ।


ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା, ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋ' ପୁଅ ପ୍ରତି ଦୟା କରନ୍ତୁ, କାରଣ ସେ ମୋହର ଗୋଟିଏ ବୋଲି ପିଲା;


ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ନେତା ଥିଲେ । ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,


ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ ।


ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;


Swiv nou:

Piblisite


Piblisite