Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:4 - ଓଡିଆ ବାଇବେଲ

4 ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ଯୀଶୁଙ୍କ ନିକଟରେ ଉପସ୍ଥିତ ହୋଇ ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେମାନେ ଯୀଶୁଙ୍କ ପାଖକୁ ଆସି ଅନୁନୟ କରି କହିଲେ, “ଏହି ଲୋକ ପ୍ରକୃତରେ ଆପଣଙ୍କର ସାହାଯ୍ୟ ପାଇବାର ଯୋଗ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;

Gade chapit la Kopi

ପବିତ୍ର ବାଇବଲ

4 ସେହି ପ୍ରାଚୀନ ନେତାମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ଯୀଶୁଙ୍କୁ ଅନୁନୟ ପୂର୍ବକ ଅନୁରୋଧ କରି କହିଲେ, “ଶତସେନାପତି ଜଣକ ଆପଣଙ୍କ ସାହାଯ୍ୟ ପାଇବାକୁ ଯୋଗ୍ୟ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:4
9 Referans Kwoze  

ତଥାପି ଯେଉଁମାନେ ଦଳରେ କେତେକ ଲୋକମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାଁନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ ।


ସେହି ଗୃହ ଯେବେ ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ ।


କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;


ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ ।


ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥି ନିମନ୍ତେ ତାହାଙ୍କ ପାଖକୁ ଯିହୂଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ ।


କାରଣ ସେ ଆମ୍ଭମାନଙ୍କ ଜାତିକୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି ।


ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ । ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ ।


Swiv nou:

Piblisite


Piblisite