Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:43 - ଓଡିଆ ବାଇବେଲ

43 ଶିମୋନ ଉତ୍ତର ଦେଲେ, ମୁଁ ଜାଣିବାରେ, ସେ ଯାହାର ଅଧିକ ଋଣ କ୍ଷମା କଲେ, ସେ । ସେ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ବିଚାର କଲ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ଶିମୋନ ଉତ୍ତର ଦେଲେ, ମୋର ବୋଧ ହୁଏ, ସେ ଯାହାର ଅଧିକ ଋଣ ଛାଡ଼ିଦେଲେ, ସେ। ସେ ତାଙ୍କୁ କହିଲେ, ତୁମ୍ଭେ ଯଥାର୍ଥ ବିଚାର କଲ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ଶିମୋନ ଉତ୍ତର ଦେଇ କହିଲା, “ମୁଁ ମନେକରେ, ଯାହାର ଅଧିକ ଋଣ ଛାଡ଼ ହେଲା, ସେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଶିମୋନ ଉତ୍ତର ଦେଲେ, ମୁଁ ଜାଣିବାରେ, ସେ ଯାହାର ଅଧିକ ଋଣ କ୍ଷମା କଲେ, ସେ। ସେ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ବିଚାର କଲ।”

Gade chapit la Kopi

ପବିତ୍ର ବାଇବଲ

43 ଶିମୋନ ଉତ୍ତର ଦେଲେ, “ମୁଁ ଭାବୁଛି, ସାହୁକାର ଯାହାକୁ ଅଧିକ ଟଙ୍କା ଛାଡ଼ି ଦେଲେ, ସେହି ଲୋକକୁ ଅଧିକା ଭଲ ପାଇବ।” ଯୀଶୁ ଶିମୋନଙ୍କୁ କହିଲେ, “ତୁମ୍ଭେ ଠିକ୍ କଥା କହିଛ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 7:43
10 Referans Kwoze  

ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ ।


ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ ।


ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, ଈଶ୍ୱରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ । ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ ।


ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ ।


ଋଣ ସୁଝିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ । ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ ?


ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, ଏହି ସ୍ତ୍ରୀକୁ ଦେଖୁଅଛ ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଲୁହରେ ମୋର ପାଦ ଓଦା କରି ନିଜ କେଶରେ ତାହା ପୋଛିଦେଲା ।


Swiv nou:

Piblisite


Piblisite