Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:48 - ଓଡିଆ ବାଇବେଲ

48 ଆଉ ସେ ସେହି ସ୍ତ୍ରୀକୁ କହିଲେ, ତୋହର ପାପସବୁ କ୍ଷମା ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ଆଉ, ସେ ସେହି ସ୍ତ୍ରୀକି କହିଲେ, ତୋହର ପାପସବୁ କ୍ଷମା ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

48 ତା’ପରେ ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ତୋର ପାପ ସବୁ କ୍ଷମା ହୋଇଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ଆଉ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ପାପସବୁ କ୍ଷମା ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ

48 ତା'ପରେ ଯୀଶୁ ସେହି ସ୍ତ୍ରୀ ଲୋକଟିକୁ କହିଲେ, “ତୋର ପାପକ୍ଷମା କରି ଦିଆଗଲା।”

Gade chapit la Kopi




ଲୂକ ଲିଖିତ ସୁସମାଚାର 7:48
7 Referans Kwoze  

ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା ।


ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, "ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା ।"


ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି ।


କାରଣ କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ?


କ'ଣ ସହଜ ? ପକ୍ଷାଘାତ ରୋଗୀକି ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା ?


କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ?


ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ ।


Swiv nou:

Piblisite


Piblisite