Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:11 - ଓଡିଆ ବାଇବେଲ

11 ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ୱରଙ୍କ ବାକ୍ୟ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦୃଷ୍ଟାନ୍ତର ଭାବ ଏହି। ବିହନ ଈଶ୍ଵରଙ୍କ ବାକ୍ୟ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯୀଶୁ ଦୃଷ୍ଟାନ୍ତର ଅର୍ଥ ବୁଝାଇ କହିଲେ, “ବିହନ ହେଉଛି ଈଶ୍ୱରଙ୍କ ବାକ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 “ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,

Gade chapit la Kopi

ପବିତ୍ର ବାଇବଲ

11 “ଦୃଷ୍ଟାନ୍ତର ଏହା ହିଁ ଅର୍ଥ: “ବୀଜ ହେଉଛି ପରମେଶ୍ୱରଙ୍କ ଉପଦେଶ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:11
10 Referans Kwoze  

ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।


ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର ।


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


ତେବେ ତୁମ୍ଭେମାନେ ବୀଜ ବୁଣାଳୀର ଦୃଷ୍ଟାନ୍ତ ଶୁଣ ।


ଯୀଶୁ ପୁଣି, ସେମାନଙ୍କୁ କହିଲେ, ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ ?


ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥି ନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ ।


Swiv nou:

Piblisite


Piblisite