Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:26 - ଓଡିଆ ବାଇବେଲ

26 ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ଯୀଶୁ ଓ ତାଙ୍କର ଶିଷ୍ୟମାନେ ନୌକାରେ ପାରି ହୋଇ ଗାଲିଲୀ ହ୍ରଦର ଅନ୍ୟ ପାଶ୍ୱର୍ରେ ଥିବା ଗରାଶୀୟ ଅଞ୍ଚଳକୁ ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ

26 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗାଲିଲୀରୁ ହ୍ରଦର ଅପର ପାର୍ଶ୍ୱକୁ ଗଲେ। ସେମାନେ ଗରାଶୀୟମାନେ ରହୁଥିବା ଅଞ୍ଚଳରେ ପହଞ୍ଚିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:26
4 Referans Kwoze  

ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ବିଶ୍ୱାସ କାହିଁ ? କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।


ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି ସ୍ଥାନରେ ରହୁଥିଲା ।


Swiv nou:

Piblisite


Piblisite