Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:53 - ଓଡିଆ ବାଇବେଲ

53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

53 ତାଙ୍କ କଥାରେ ସେମାନେ ସମସ୍ତେ କିହଲେ, କାରଣ ଝିଅଟି ମରିଯାଇଛି ବୋଲି ସେମାନେ ଜାଣିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

53 ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ। କାରଣ ସେମାନେ ଜାଣିଥିଲେ ଯେ ଝିଅଟି ମରିଯାଇଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:53
11 Referans Kwoze  

ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।


ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।


ଯୀଶୁ କହିଲେ, ଏହି ପଥର ଘୁଞ୍ଚାଇଦିଅ । ମୃତ ବ୍ୟକ୍ତିଙ୍କ ଭଗ୍ନୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୁ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି ।


ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,


ନିଶ୍ଚୟ ପରିହାସକମାନେ ମୋ’ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋ’ ଚକ୍ଷୁଗୋଚରରେ ଅଛି।


ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।


ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।


ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ । ସେଥିରେ ସେ କହିଲେ, ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି ।


ମାତ୍ର ସେ ତାହାର ହାତ ଧରି ଡାକି କହିଲେ, ଆଗୋ ବାଳିକା, ଉଠ ।


Swiv nou:

Piblisite


Piblisite