Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:9 - ଓଡିଆ ବାଇବେଲ

9 ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କ'ଣ ବୋଲି ପଚାରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଭାବ କଅଣ ବୋଲି ପଚାରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ତାଙ୍କର ଶିଷ୍ୟମାନେ ଯୀଶୁଙ୍କୁ ଦୃଷ୍ଟାନ୍ତର ଅର୍ଥ ପଚାରିବାରୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କଅଣ ବୋଲି ପଚାରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

9 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଏହି ଦୃଷ୍ଟାନ୍ତର ଅର୍ଥ କ’ଣ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 8:9
9 Referans Kwoze  

ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ ।


ତେବେ ତୁମ୍ଭେମାନେ ବୀଜ ବୁଣାଳୀର ଦୃଷ୍ଟାନ୍ତ ଶୁଣ ।


ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି ?


ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କ'ଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହି ସବୁ ତୁମ୍ଭମାନଙ୍କୁ ଜଣାଇଅଛି ।


ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇଦେଉଥିଲେ ।


ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇଦିଅନ୍ତୁ ।


ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ସ୍ପଷ୍ଟରୂପେ ବୁଝାଇ ଦିଅନ୍ତୁ ।


ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।


Swiv nou:

Piblisite


Piblisite