Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:57 - ଓଡିଆ ବାଇବେଲ

57 ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

57 ସେମାନେ ବାଟରେ ଯାଉଥିôବା ସମୟରେ ଜଣେ ଲୋକ ଯୀଶୁଙ୍କୁ କହିଲା, “ଆପଣ ଯେଉଁଠାକୁ ଯିବେ, ମୁଁ ଆପଣଙ୍କ ପଛେ ପଛେ ଯିବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।

Gade chapit la Kopi

ପବିତ୍ର ବାଇବଲ

57 ସେମାନେ ରାସ୍ତାରେ ଆଗେଇ ଯାଉଥିଲେ। ଜଣେ ଲୋକ ଯୀଶୁଙ୍କୁ କହିଲା, “ଆପଣ ଯେଉଁଆଡ଼େ ଯିବେ, ମୁଁ ଆପଣଙ୍କ ପଛେ ପଛେ ଯିବି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:57
6 Referans Kwoze  

ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି ।


ତହିଁରେ ସମସ୍ତ ଲୋକ ଏକ ସଙ୍ଗରେ ଅଙ୍ଗୀକାର କରି କହିଲେ, “ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା।” ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ।


ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,


ତାପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ ।


Swiv nou:

Piblisite


Piblisite