ମଲାଖୀ 3:11 - ଓଡିଆ ବାଇବେଲ11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକି ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ11 ଆମ୍ଭେ ତୁମ୍ଭର ଶସ୍ୟକୁ ନଷ୍ଟ କରିବା ପାଇଁ କୀଟ ପଠାଇବା ନାହିଁ। ତୁମ୍ଭମାନଙ୍କର ଦ୍ରାକ୍ଷାଲତାସବୁ ଫଳ ଧାରଣ କରିବ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ। Gade chapit la |