ମଲାଖୀ 3:12 - ଓଡିଆ ବାଇବେଲ12 “ସମସ୍ତ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯାବତୀୟ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ; କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସମସ୍ତ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ12 “ଅନ୍ୟ ଦେଶର ଲୋକମାନେ ତୁମ୍ଭମାନଙ୍କୁ ସୁଖୀ ବୋଲି କହିବେ। ତୁମ୍ଭର ଦେଶ ଉତ୍ତମ ଓ ମନୋହର ହେବ।” ଏହା ସର୍ବଶକ୍ତିମାନ୍ ସଦାପ୍ରଭୁ କହିଥିଲେ। Gade chapit la |