ମୀଖା 2:12 - ଓଡିଆ ବାଇବେଲ12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେପରି ମନୁଷ୍ୟ-ବାହୁଲ୍ୟ ହେତୁରୁ ସେମାନେ ମହାଶଦ୍ଦ କରିବେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ। Gade chapit laପବିତ୍ର ବାଇବଲ12 ହେ ଯାକୁବର ଲୋକମାନେ, ଆମ୍ଭେ ତୁମ୍ଭର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରିବା। ଆଉ ମଧ୍ୟ ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ଏକାଠି କରିବା। ପଶୁମାନଙ୍କୁ ଖୁଆଡ଼ରେ ଓ ଗ୍ଭରଣଭୂମିରେ ମେଷମାନଙ୍କୁ ଏକତ୍ରିତ କଲାପରି ସେମାନଙ୍କୁ ସମବେତ କରାଇବା। ସେତେବେଳେ ସେ ସ୍ଥାନଟି ଲୋକ ଗହଳିରେ ମୁଖରିତ ଓ କୋଳାହଳପୂର୍ଣ୍ଣ ହେବ। Gade chapit la |