ମୀଖା 3:6 - ଓଡିଆ ବାଇବେଲ6 ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହେତୁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ। Gade chapit laପବିତ୍ର ବାଇବଲ6 “ଏଥିପାଇଁ ତୁମ୍ଭେମାନେ ଦର୍ଶନ ପାଇବ ନାହିଁ, ତୁମ୍ଭମାନଙ୍କ ପାଇଁ ତାହା ରାତ୍ରି ହେବ। ଭବିଷ୍ୟଦ୍ରେ କ’ଣ ଘଟିବ ତୁମ୍ଭେମାନେ ତାହା ଦେଖି ପାରିବ ନାହିଁ। ତେଣୁ ତାହା ତୁମ୍ଭମାନଙ୍କ ପାଇଁ ଅନ୍ଧକାର ହେବ। ସୂର୍ଯ୍ୟ ସେହି ଭବିଷ୍ୟଦ୍ବକ୍ତାଗଣଙ୍କ ଉପରେ ଅସ୍ତମିତ ହେବେ, ତେଣୁ ସେମାନଙ୍କ ପାଇଁ ଦିବସ ଅନ୍ଧକାର ତୁଲ୍ୟ ହେବ। Gade chapit la |
“ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।