ମୀଖା 4:10 - ଓଡିଆ ବାଇବେଲ10 ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରି ଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯନି କର; କାରଣ ଏବେ ତୁମ୍ଭେ ନଗରରୁ ବାହାରି ଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରିଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ। Gade chapit laପବିତ୍ର ବାଇବଲ10 ହେ ସିୟୋନର କନ୍ୟା, ତୁମ୍ଭେ ପ୍ରସବ ବେଦନା ଅନୁଭବ କରି ସନ୍ତାନ ଜନ୍ମ ଦିଅ। ତୁମ୍ଭେ ନଗରର ବାହାରକୁ ଯାଅ ଏବଂ କ୍ଷେତ୍ରରେ ବାସ କର। ତୁମ୍ଭେ ବାବିଲୋନ ଯିବ। କିନ୍ତୁ ସେ ସ୍ଥାନରେ ତୁମ୍ଭେ ସୁରକ୍ଷିତ ହେବ। ଆଉ ମଧ୍ୟ ସଦାପ୍ରଭୁ ସେଠାକୁ ଯିବେ ଓ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭମାନଙ୍କୁ ଶତ୍ରୁମାନଙ୍କଠାରୁ ଦୂରେଇ ନେବେ। Gade chapit la |
ପାରସ୍ୟର ରାଜା କୋରସ୍ ଏହା କହନ୍ତି, “ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।