ମୀଖା 4:11 - ଓଡିଆ ବାଇବେଲ11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, “ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।” Gade chapit laପବିତ୍ର ବାଇବଲ11 ତୁମ୍ଭ ବିରୁଦ୍ଧରେ ବହୁ ଗୋଷ୍ଠୀ ଲଢ଼ିବାକୁ ଆସିଛନ୍ତି। ସେମାନେ କୁହନ୍ତି, “ଦେଖ, ସେ ହେଉଛି ସିୟୋନ, ଆମ୍ଭେ ତାକୁ ସମ୍ପୂର୍ଣ୍ଣ ନଷ୍ଟ କରିଦେବୁ।” Gade chapit la |