ମୀଖା 5:1 - ଓଡିଆ ବାଇବେଲ1 ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ସୈନ୍ୟଦଳ-କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କରିବ; ସେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ତାଘାତ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ। Gade chapit laପବିତ୍ର ବାଇବଲ1 ବର୍ତ୍ତମାନ, ହେ ଶକ୍ତିଶାଳୀ ନଗରୀ, ତୁମ୍ଭର ସୈନ୍ୟଦଳକୁ ଏକତ୍ରିତ କର। ସେମାନେ ଆକ୍ରମଣ କରିବାକୁ ଆମ୍ଭମାନଙ୍କୁ ଘେରି ରହନ୍ତୁ। ସେମାନେ ମଧ୍ୟ ଇସ୍ରାଏଲର ବିଗ୍ଭରକଙ୍କୁ ତାଙ୍କ ଗାଲରେ ବାଡ଼ି ସାହାଯ୍ୟରେ ଆଘାତ କରିବେ। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।