ମୀଖା 5:7 - ଓଡିଆ ବାଇବେଲ7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ଵ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ମୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଟୀ ମଧ୍ୟରେ ରହିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ। Gade chapit laପବିତ୍ର ବାଇବଲ7 କିନ୍ତୁ ଯାକୁବର ଅବଶିଷ୍ଟାଂଶ, ବହୁ ଜାତି ମଧ୍ୟରେ ସଦାପ୍ରଭୁଙ୍କର ସକାଳର କାକରପରି ବିକ୍ଷିପ୍ତ ହେବେ, ଏବଂ କେବେ ମନୁଷ୍ୟମାନଙ୍କ ଉପରେ ନିର୍ଭରଶୀଳ ହେବେ ନାହିଁ। ଆଉ ମଧ୍ୟ ସେମାନେ ତୃଣ ଉପରେ ବୃଷ୍ଟି ସଦୃଶ ହେବେ ଏବଂ ମନୁଷ୍ୟମାନଙ୍କ ଉପରେ ଭରସା ରଖିବେ ନାହିଁ। Gade chapit la |
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।”