Biblia Todo Logo
Bib sou entènèt

- Piblisite -




ମୀଖା 6:11 - ଓଡିଆ ବାଇବେଲ

11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।

Gade chapit la Kopi

ପବିତ୍ର ବାଇବଲ

11 ବର୍ତ୍ତମାନ ଆମ୍ଭେ ଭୁଲ୍ ମାପକାଠି ଏବଂ ଅସାଧୁ ଓଜନ ସହ୍ୟ କରିବା ଉଚିତ୍ କି? ନା!

Gade chapit la Kopi




ମୀଖା 6:11
9 Referans Kwoze  

ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।


ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍‍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।


ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ।


ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।


ତୁମ୍ଭେମାନେ ଯଥାର୍ଥ ତରାଜୁ, ଯଥାର୍ଥ ଐଫା ଓ ଯଥାର୍ଥ ବାତ୍‍ ରଖିବ।


“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ ?


ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା !” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇ ଦେଲେ ଓ ତହିଁର ମୁହଁକୁ ବନ୍ଦ କରି ଦେଲେ।


ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।


Swiv nou:

Piblisite


Piblisite