ମୀଖା 7:8 - ଓଡିଆ ବାଇବେଲ8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ୱରୂପ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ଵରୂପ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତି ସ୍ୱରୂପ ହେବେ। Gade chapit laପବିତ୍ର ବାଇବଲ8 ହେ ମୋର ଶତ୍ରୁ ମୋର ପତନରେ ପରିହାସ କର ନାହିଁ। ମୁଁ ପୁନର୍ବାର ଉଠିବି। ମୁଁ ଅନ୍ଧକାରରେ ଥିଲେ ମଧ୍ୟ ସଦାପ୍ରଭୁ ମୋ’ ପାଇଁ ଆଲୋକ ହେବେ। Gade chapit la |
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;