Biblia Todo Logo
Bib sou entènèt

- Piblisite -




ମାର୍କ 1:23 - ଓଡିଆ ବାଇବେଲ

23 ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ସେତେବେଳେ ଜଣେ ଭୂତଗ୍ରସ୍ତ ଲୋକ ସମାଜ ଗୃହରେ ପ୍ରବେଶ କରି ଚିକ୍ରାର କଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା,

Gade chapit la Kopi

ପବିତ୍ର ବାଇବଲ

23 ଯୀଶୁ ସମାଜଗୃହରେ ଥିବା ସମୟରେ ସେଠାରେ ଏପରି ଜଣେ ଲୋକ ଥିଲା, ଯାହାଙ୍କର ଦେହରେ ଭୂତଟିଏ ପ୍ରବେଶ କରି ରହିଥିଲା। ସେ ଲୋକଟି ପାଟି କରି କହିଲା,

Gade chapit la Kopi




ମାର୍କ 1:23
10 Referans Kwoze  

ପରେ ଲୋକସମୂହ ଏକତ୍ର ଦୌଡ଼ିଆସୁଅଛନ୍ତି ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ ।


ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା ।


ଯୀଶୁ ନୌକାରୁ ଓହ୍ଲାଇବାମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା ।


ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ ।


ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ ।


ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ ।


ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି ।


ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଅାନ୍ଦ୍ରିୟଙ୍କ ଗୃହକୁ ଗଲେ ।


ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।


Swiv nou:

Piblisite


Piblisite