Biblia Todo Logo
Bib sou entènèt

- Piblisite -




ମାର୍କ 1:26 - ଓଡିଆ ବାଇବେଲ

26 ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ସେଥିରେ ସେହି ଅଶୁଚି ଆତ୍ମାଟା ତାହାକୁ ମୋଡ଼ି ପକାଇ ଅତି ଉଚ୍ଚ ସ୍ଵରରେ ପାଟି କରି ତାହାଠାରୁ ବାହାରିଗଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସେହି ଭୂତ, ଲୋକଟିକୁ ଖୁବ୍ ଜୋର୍ରେ ଥରାଇ, ବିକଟ ଚିକ୍ରାର କରି ତା’ ଦେହରୁ ବାହାରି ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା।

Gade chapit la Kopi

ପବିତ୍ର ବାଇବଲ

26 ଦୁଷ୍ଟାତ୍ମା ଲୋକଟିକୁ ଦୋହଲାଇ ଦେଲା। ତା'ପରେ ସେ ଖୁବ୍ ଜୋ‌ର୍‌ରେ ଚିତ୍କାର କରି ସେହି ଲୋକଟି ଭିତରୁ ବାହାରି ଗଲା।

Gade chapit la Kopi




ମାର୍କ 1:26
7 Referans Kwoze  

ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା ।


ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ । ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂଇଁରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା ।


କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହି ସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ ।


ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ ।


ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ, ତାହା ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ ।


ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା ।


ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କ'ଣ ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା ! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।


Swiv nou:

Piblisite


Piblisite