Biblia Todo Logo
Bib sou entènèt

- Piblisite -




ମାର୍କ 1:3 - ଓଡିଆ ବାଇବେଲ

3 ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ତ ସଳଖ କର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 “ମରୁ ପ୍ରାନ୍ତରରେ ଜଣେ କେହି ଉଚ୍ଚସ୍ୱରରେ କହୁଛନ୍ତି, ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର; ତାଙ୍କର ଯାତ୍ରା ନିମନ୍ତେ ପଥ ସରଳ କର’।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।”

Gade chapit la Kopi

ପବିତ୍ର ବାଇବଲ

3 “ମରୁଭୂମିରେ ଜଣେ ପାଟିକରି କହୁଛି; ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର, ତାହାଙ୍କ ପାଇଁ ରାସ୍ତା ସମତଳ କର।’”

Gade chapit la Kopi




ମାର୍କ 1:3
8 Referans Kwoze  

ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, "ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର ।"


ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।


ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,


ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ୱରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା ।


Swiv nou:

Piblisite


Piblisite