Biblia Todo Logo
Bib sou entènèt

- Piblisite -




ମାର୍କ 10:10 - ଓଡିଆ ବାଇବେଲ

10 ପରେ ଶିଷ୍ୟମାନେ ଘରେ ଯୀଶୁଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପରେ ଶିଷ୍ୟମାନେ ଘରେ ତାହାଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେମାନେ ଘରକୁ ଫେରିବା ପରେ ଶିଷ୍ୟମାନେ ଯୀଶୁଙ୍କୁ ଏ ବିଷୟରେ ଆଉ ଥରେ ପଚାରିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପରେ ଶିଷ୍ୟମାନେ ଘରେ ଯୀଶୁଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

10 ଯୀଶୁ ଓ ଶିଷ୍ୟମାନେ ଘରକୁ ଫେରିବା ପରେ ଶିଷ୍ୟମାନେ ଯୀଶୁଙ୍କୁ ପୁଣି ଥରେ ଛାଡ଼ପତ୍ର ବିଷୟରେ ପଗ୍ଭରିଲେ।

Gade chapit la Kopi




ମାର୍କ 10:10
5 Referans Kwoze  

ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ ?


ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ ?


ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ ।


ଅତଏବ, ଈଶ୍ୱର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ ।


ସେଥିରେ ସେ ସେମାନଙ୍କୁ କହିଲେ, ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ;


Swiv nou:

Piblisite


Piblisite