Biblia Todo Logo
Bib sou entènèt

- Piblisite -




ମାର୍କ 10:12 - ଓଡିଆ ବାଇବେଲ

12 ଆଉ, ଯଦି ସ୍ତ୍ରୀ ଆପଣା ସ୍ୱାମୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ଯଦି ସ୍ତ୍ରୀ ଆପଣା ସ୍ଵାମୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଯେଉଁ ସ୍ତ୍ରୀ ପତିକୁ ଛାଡ଼ପତ୍ର ଦେଇ ଆଉ ଗୋଟିଏ ପୁରୁଷକୁ ବିବାହ କରେ, ସେ ମଧ୍ୟ ବ୍ୟଭିଚାରୀ ହୁଏ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ଯଦି ସ୍ତ୍ରୀ ଆପଣା ସ୍ୱାମୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ।”

Gade chapit la Kopi

ପବିତ୍ର ବାଇବଲ

12 ଏବଂ ଯଦି ଜଣେ ସ୍ତ୍ରୀ ନିଜ ସ୍ୱାମୀଙ୍କୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ପୁରୁଷକୁ ବିବାହ କରେ ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।”

Gade chapit la Kopi




ମାର୍କ 10:12
3 Referans Kwoze  

(କିନ୍ତୁ ଯଦି ସେ ବିଭିନ୍ନ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ ।


ପୁଣି, ଯେଉଁ ସ୍ତ୍ରୀର ଅବିଶ୍ୱାସୀ ସ୍ୱାମୀ ଥାଏ, ଆଉ ସେ ତା'ର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ ।


Swiv nou:

Piblisite


Piblisite