Biblia Todo Logo
Bib sou entènèt

- Piblisite -




ମାର୍କ 10:3 - ଓଡିଆ ବାଇବେଲ

3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ଉତ୍ତର ଦେଲେ, “ଏ ସମ୍ପର୍କରେ ମୋଶାଙ୍କ ନିୟମ କ’ଣ କୁହେ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?”

Gade chapit la Kopi

ପବିତ୍ର ବାଇବଲ

3 ଯୀଶୁ କହିଲେ, “ମୋଶା ତୁମ୍ଭମାନଙ୍କୁ କ’ଣ ଆଜ୍ଞା ଦେଇଛନ୍ତି?”

Gade chapit la Kopi




ମାର୍କ 10:3
6 Referans Kwoze  

ମୋଶାଙ୍କ ବ୍ୟବସ୍ଥାର ଅଧିନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ ?


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି ।


ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?


ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ ?


ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି ।


Swiv nou:

Piblisite


Piblisite