Biblia Todo Logo
Bib sou entènèt

- Piblisite -




ମାର୍କ 11:1 - ଓଡିଆ ବାଇବେଲ

1 ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ଜୀତପର୍ବତ ପାର୍ଶ୍ୱସ୍ଥ ବେଥ୍‌ଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ଜୀତ ପର୍ବତ ପାର୍ଶ୍ଵସ୍ଥ ବେଥ୍ଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବେଥ୍ଫାଗୀ ଓ ବେଥାନୀ ଗ୍ରାମର ଉପକଣ୍ଠରେ ଥିବା ଜୀତପର୍ବତ ପାଖରେ ପହଞ୍ôଚଲେ। ଯୀଶୁ ତାଙ୍କର

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ଜୀତପର୍ବତ ପାର୍ଶ୍ୱସ୍ଥ ବୈଥ୍‌ଫାଗୀ ଓ ବେଥନୀୟା ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୁଶାଲମର ନିକଟବର୍ତ୍ତୀ ହେଲେ। ସେମାନେ ଜୀତପର୍ବତ ପାଖ ବେ‌ଥ୍‌ଫାଗୀ ଓ ବେଥନୀୟା ସହରରେ ପହଞ୍ଚିଲେ। ଯୀଶୁ ନିଜ ଶିଷ୍ୟମାନଙ୍କ ଭିତରୁ ଦୁଇଜଣକୁ ଏହା କହି ପଠାଇଲେ,

Gade chapit la Kopi




ମାର୍କ 11:1
14 Referans Kwoze  

କିନ୍ତୁ ଯୀଶୁ ଜୀତପର୍ବତକୁ ଗଲେ ।


ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ । ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା ।


ସେଥିରେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣକୁ ଏହା କହି ପଠାଇଲେ, ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ;


ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ସେ ଦ୍ୱାଦଶଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,


ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ ।


ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।


ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ନଗରରୁ ବାହାରି ବେଥନିଆକୁ ଯାଇ ସେଠାରେ ରାତି କଟାଇଲେ ।


ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ୍ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।


ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,


ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।


ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବାକ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାକୁ ଫିଟାଇ ଘେନିଆସ ।


Swiv nou:

Piblisite


Piblisite