Biblia Todo Logo
Bib sou entènèt

- Piblisite -




ମାର୍କ 11:8 - ଓଡିଆ ବାଇବେଲ

8 ପୁଣି, ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଅନେକେ ରାସ୍ତା ଉପରେ ମଧ୍ୟ ନିଜର ଲୁଗା ବିଛାଇ ଦେଲେ। ଅନ୍ୟମାନେ ଗଛ ଡ଼ାଳ ସବୁ କାଟି ରାସ୍ତା ଉପରେ ପକାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ।

Gade chapit la Kopi

ପବିତ୍ର ବାଇବଲ

8 ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କ ଲୁଗା ରାସ୍ତାରେ ବିଛେଇ ଦେଲେ। ଅନ୍ୟମାନେ ଡାଳ କାଟି ଆଣି ରାସ୍ତାରେ ବିଛେଇ ଦେଲେ।

Gade chapit la Kopi




ମାର୍କ 11:8
5 Referans Kwoze  

ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।


ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”


ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇଦେବାକୁ ଲାଗିଲେ ।


ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ ।


ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ !


Swiv nou:

Piblisite


Piblisite