Biblia Todo Logo
Bib sou entènèt

- Piblisite -




ମାର୍କ 11:9 - ଓଡିଆ ବାଇବେଲ

9 ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ !

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ହୋଶାନ୍ନା ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯୀଶୁଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ:

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ!

Gade chapit la Kopi

ପବିତ୍ର ବାଇବଲ

9 କେତେକ ଲୋକ ଯୀଶୁଙ୍କ ଆଗେ ଆଗେ ଯାଉଥିଲେ ଓ ଅନ୍ୟ କେତେକ ତାହାଙ୍କ ପଛେ ପଛେ ଯାଉଥାଲେ। ସମସ୍ତେ ପାଟି କରି କହୁଥିଲେ, “‘ହୋଶାନ୍ନା ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସୁଛନ୍ତି, ସେ ଧନ୍ୟ।’

Gade chapit la Kopi




ମାର୍କ 11:9
7 Referans Kwoze  

ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା ।


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।


ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା ? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ ।


ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା । ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା ।


ପୁଣି, ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ ।


Swiv nou:

Piblisite


Piblisite