Biblia Todo Logo
Bib sou entènèt

- Piblisite -




ମାର୍କ 12:8 - ଓଡିଆ ବାଇବେଲ

8 ସେଥିରେ ସେମାନେ ତାହାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେଥିରେ ସେମାନେ ତାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଏହା କହି ସେମାନେ ମାଲିକର ପୁଅକୁ ଧରି ହତ୍ୟା କଲେ ଏବଂ ଶବକୁ କ୍ଷେତ ବାହାରେ ଫୋପାଡ଼ି ଦେଲେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେଥିରେ ସେମାନେ ତାହାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ।

Gade chapit la Kopi

ପବିତ୍ର ବାଇବଲ

8 ତେଣୁ କୃଷକମାନେ ମାଲିକର ପୁଅକୁ ଧରି ନେଇ ଜୀବନରେ ମାରିଦେଲେ ଓ ଦ୍ରାକ୍ଷାକ୍ଷେତ୍ର ବାହାରକୁ ଫିଙ୍ଗିଦେଲେ।

Gade chapit la Kopi




ମାର୍କ 12:8
6 Referans Kwoze  

ଆଉ ସେମାନେ ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ବାହାରେ ପକାଇ ବଧ କଲେ । ଅତଏବ ଅଙ୍ଗୁର କ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କ'ଣ କରିବେ ?


ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ ।


ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ ।


ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ ।


ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କ'ଣ କରିବେ ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ ।


Swiv nou:

Piblisite


Piblisite